ଲାଞ୍ଚ ନେଉଥିବା ବେଳେ କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ

ମୋହନା (କେ ନ୍ୟୁଜ୍‌) : ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ କନିଷ୍ଠ କିରାଣୀ । ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କିରାଣୀ ଜିତେନ୍ଦ୍ର ନାୟକଙ୍କୁ ଭିଜିଲାନ୍ସ ଧରିଛି । ସେ ଜଣେ ଗଣ ଶିକ୍ଷକ ଦଣ୍ଡପାଣି ମଳିକଙ୍କ ବଦଳି ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି । ଭିଜିଲାନ୍ସ ଅଧିକାରୀ ଜିତେନ୍ଦ୍ରଙ୍କୁ ଗିରଫ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.