ଲାଞ୍ଚ ନେବା ବେଳେ ପ୍ରଧାନ ଶିକ୍ଷଙ୍କୁ ଧରିଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । କେନ୍ଦ୍ରାପଡା ଟାଉନ ହାଇସ୍କୁଲ ପ୍ରଧାନ ଶିକ୍ଷକ ନିରଞ୍ଜନ ଅତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।

କେନ୍ଦ୍ରାପଡା (କେନ୍ୟୁଜ) : ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । କେନ୍ଦ୍ରାପଡା ଟାଉନ ହାଇସ୍କୁଲ ପ୍ରଧାନ ଶିକ୍ଷକ ନିରଞ୍ଜନ ଅତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ହାଉସ୍ ବିଲ୍ଡଂ ଲୋନ୍ କରାଇଦେବାକୁ ସେହି ସ୍କୁଲର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ସନ୍ତୋଷ କୁଣ୍ଡୁଙ୍କ ଠାରୁ ଲାଞ୍ଚ ନେଉଥିଲେ । ଖବର ପାଇ ଭିଜିଲାନ୍ସ ଟିମ୍ ପହଞ୍ଚି ନିରଞ୍ଜନଙ୍କୁ ଗିରଫ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.