ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଦଳା କ୍ଷୁଦ୍ର ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ

ଉଦଳା (କେନ୍ୟୁଜ୍) : ଭିଜିଲାନ୍ସ ଜାଲରେ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦଳା କ୍ଷୁଦ୍ର ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢୀଙ୍କ ଘରେ ଚଢାଉ କରାଯାଉଛି। ଉଦଳା ସମେତ ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ବାଲେଶ୍ୱର ଓ ଭୁବନେଶ୍ୱରରେ ମଧ୍ୟ ଚାଲିଛି ରେଡ୍‌। ତେବେ ଚଢାଉ ଜାରି ରହିଥିବାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସଠିକ୍‌ ସମ୍ପତ୍ତିର ମୂଲ୍ୟ ଆକଳନ କରାଯାଇ ପାରିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.