ରାଉରକେଲାରେ GST ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌

ରାଉରକେଲା: ରାଉରକେଲାରେ GST ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। GST ଅଫିସର୍‌ ଅଲେଖ ମହାନନ୍ଦଙ୍କ ଘରେ ଚଢାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ କରୁଛି ଭିଜିଲାନ୍ସ।

ଛେଣ୍ଡ କଲୋନୀ ସ୍ଥିତ ଘର,ଅଫିସ୍‌ ଓ ଉଦିତନଗର ସ୍ଥିତ ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍‌। ରାଉରକେଲା ଓ ସୁନ୍ଦରଗଡ଼ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢାଉ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.