୪ ହଜାର ଟଙ୍କା ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ କିରାଣୀ। ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ପେନସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ଯାଜପୁର (କେନ୍ୟୁଜ): ଭିଜିଲାନ୍ସ ଜାଲରେ କିରାଣୀ। ୪ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ଯାଜପୁର କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ । ପେନସନ ଟଙ୍କା କରାଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଟ୍ରାପ ପରେ ମହେଶ୍ବର ସାମଲଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଯାଜପୁର ଜିଲ୍ଲାର ଦୁଇଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ। କଟକ ଭିଜିଲାନ୍ସ ଡିଭିଜନରେ ଏ ନେଇ ରୁଜ୍ଜୁ ହୋଇଛି ମାମଲା।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.