ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, RWSS ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଢେଙ୍କାନାଳ (କେନ୍ୟୁଜ): ଢେଙ୍କାନାଳ, ଭୁବନେଶ୍ୱର RWSS ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଭୁବନେଶ୍ୱର RWSS ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପରଜଙ୍ଗ ବ୍ଳକର ଡିହଡୋଳ ସ୍ଥିତ ବାସଭବନ, ପଙ୍ଗାତିରା ସ୍ଥିତ ଶ୍ବଶୁର ଘର ଏବଂ ଭୁବନେଶ୍ୱର,ଢେଙ୍କାନାଳ ,ଅନୁଗୁଳ ସମେତ ୮ଟି ସ୍ଥାନରେ ଚଢ଼ାଉ ଜାରି । ଏହି ରେଡ଼ରେ ୮ଟି ଟିମ ସାମିଲ ଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.