ଭିଜିଲାନ୍ସ ଜାଲରେ କିରାଣି, ଘରବାଡ଼ି ପଟ୍ଟା କରାଇଦେବାକୁ ୫ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କୋରାପୁଟ (କେନ୍ୟୁଜ): ଭିଜିଲାନ୍ସ ଜାଲରେ କିରାଣି । କୋରାପୁଟ ଜିଲ୍ଲା ବୈପାରୀଗୁଡା ତହସିଲ ରେକର୍ଡ ବିଭାଗର କିରାଣି ସତ୍ୟନାରାୟଣ ଦଳେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଜୟପୁର ଭିଜିଲାନ୍ସ । କିରାଣି କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରୁଛନ୍ତି ୫ଜଣିଆ ଟିମ୍‌ । ଘରବାଡି ପଟ୍ଟା କରାଇଦେବାକୁ ଲାଞ୍ଚ ନେଉଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.