Below header

ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଅମୀନ

ମୟୂରଭଞ୍ଜ(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଅମୀନ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ମୋରଡା ବ୍ଲକ ପରିସରରେ ଥିବା ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଅମୀନ ସୁମନ୍ତ ସାହୁ ଗିରଫ ହୋଇଛନ୍ତି । ତାଙ୍କ ଅଫିସ୍‌, ଶଶୁର ଘର ସମେତ ୫ଟି ସ୍ଥାନରେ ଏକାକାଳୀନ ଚଢ଼ାଉ ଚାଲିଛି। ଭଦ୍ରକ, ବାଲେଶ୍ୱର ଓ ବାରିପଦା ଭିଜିଲାନ୍ସ ବିଭାଗର ମିଳିତ ଉଦ୍ୟମରେ ଚଢ଼ାଉ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.