ପଦ୍ମପୁର(କେନ୍ୟୁଜ୍): ପଦ୍ମପୁରର ବୋଡେନ ସେବା ସମବାୟ ସମିତିର ସଂପାଦକଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବର୍ହିଭୂତ ସଂପତି ଠୁଳ ଅଭିଯୋଗରେ ବୋଡେନ ପ୍ୟାକ୍ସ ସଂପାଦକ ଖଗେଶ୍ୱର ବେହେରାଙ୍କ ୪ଟି ବାସଭବନ ସମେତ ସମୁଦାୟ ୫ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରିଥିଲା। ବୋଡେନ ଗ୍ରାମରେ ଥିବା ୨ଟି ଘର, ବୋଡେନ ସେବା ସମବାୟ ସମିତି କାର୍ଯ୍ୟାଳୟ ଏବଂ ବେଲପଡ଼ା ବ୍ଲକରେ ଥିବା ତାଙ୍କ ଶ୍ୱଶୁର ଘରେ ଚଢାଉ କରାଯାଇଛି। ଖଗେଶ୍ୱରଙ୍କ ସଂପୂର୍ଣ୍ଣ ସଂପତିର ଆକଳନ କରାଯାଉଥିବା ବରଗଡ଼ ଭିଜିଲାନ୍ସ ଡିଏସପି ବୀରେନ୍ଦ୍ର କୁମାର ନାୟକ ସୂଚନା ଦେଇଛନ୍ତି।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…