Below header

ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ କାର୍ଯ୍ଯରତ ମୁଖ୍ଯ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର : ପୁଣି ଆକ୍ସନ୍ ମୁଡରେ ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ କାର୍ଯ୍ଯରତ ଥିବା ମୁଖ୍ଯ କିରାଣୀ ସଂଯୁକ୍ତା ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ ।

ସଂଯୁକ୍ତା ଦାସଙ୍କ ସାତପୁରା ସ୍ଥିତ ଘର,ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ପଛ ପାଖେ ଥିବା ଘର ଏବଂ କଟକ ସ୍ଥିତ ବାସଭବନ ଉପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଥିବା ଜଣାପଡିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.