ବ୍ରହ୍ମପୁର : (କେ ନ୍ୟୁଜ୍) : ଏନ୍ଏମ୍ଆରରେ ଚାକିି ହେଲେ ଆୟ ଠାରୁ ଅଧିକ ସମ୍ପତ୍ତି ଠାବ । ବ୍ରହ୍ମପୁର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ସହର ସ୍ଥିତ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟରତ କର୍ମଚାରୀ ପ୍ରଶାନ୍ତ ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବ୍ରହ୍ମପୁର ଆସିକା ରୋଡ ଘର, କଲେଜ, ଲୋଚାପଡା ଘର, ଦୁଇଟି ଗୋଦାମ ଭଳି ୫ଟି ସ୍ଥାନରେ ଏକାକାଳୀନ ଚଢାଉ । ଚଢାଉ ପରେ ସ୍ପଷ୍ଟ ହେବ କେତେ ପରିମାଣରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି ପ୍ରଶାନ୍ତ ।
ସେପଟେ ଗତକାଲି ବ୍ରହ୍ମପୁର – ଭିଜିଲାନ୍ସ ଜାଲରେ କୋଟିପତି ଲାବରେଟୋରୀ ଆସିଷ୍ଟାଣ୍ଟ ଧରାପଡ଼ିଥିଲେ । ଚିକିଟି କଲେଜର କୈଳାସ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଥିଲା। କୈଳାସଙ୍କ ଠାରୁ ୧ କୋଟି ୪୫ ଲକ୍ଷ ୮୩୭ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…