ପଦ୍ମପୁର(କେନ୍ୟୁଜ୍): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ। ପଦ୍ମପୁର ବ୍ଳକ ଦହିତା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପୁରନ୍ଦର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ। ଏକକାଳୀନ ଭାବେ ତାଙ୍କ ପଦ୍ମପୁର ସ୍ଥିତ ଘର ଓ ଦହିତା ପଞ୍ଚାୟତ କାର୍ଯ୍ଯାଳୟରେ ଦୁଇଗୋଟି ଟିମ୍ ଚଢ଼ଉ କରିଛନ୍ତି ।
ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବରଗଡ଼ ଭିଜିଲାନ୍ସ ଡିଏସପି ପରମେଶ୍ୱର କିଶାନଙ୍କ ନେତୃତ୍ୱରେ ଚଢ଼ଉ ଚାଲିଥିବାର ସୂଚନା ମିଳିଛି। ସୂଚନା ଅନୁଯାୟୀ ଭିଜିଲାନ୍ସ ଟିମ୍ ରେ ୨୨ ଜଣ ସଦସ୍ୟ ପୁରନ୍ଦର ସାହୁଙ୍କ ଘରେ ଚଢ଼ଉ କରିଛନ୍ତି। ପୁରନ୍ଦର ବର୍ତ୍ତମାନ ଦହିତା ଗ୍ରାମପାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ସୂଚନା ମିଳିଛି।
ଆଜିର ପରିବର୍ତ୍ତିତ ଲାଇଫ୍ ଷ୍ଟାଇଲ୍ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…
ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…