Below header

ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। କଟକ ସଦର ବ୍ଲକ ସହକାରୀ ଇଂଜିନିୟର ବିକାଶ ଚନ୍ଦ୍ର ଭୂୟାଁ। ଚାରୋଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ।

କଟକ (କେନ୍ୟୁଜ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। କଟକ ସଦର ବ୍ଲକ ସହକାରୀ ଇଂଜିନିୟର ବିକାଶ ଚନ୍ଦ୍ର ଭୂୟାଁ। ଚାରୋଟି ସ୍ଥାନରେ ଏକକାଳୀନ ଚାଲିଛି ଚଢ଼ାଉ। ଚଢ଼ାଉରେ ଭିଜିଲାନ୍ସର ୩ ଡ଼ିଏସପି, ୪ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ। କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଏହି ଚଢ଼ାଉ ଚାଲିଛି ।

କଟକ ଜିଲା ନରସିଂହପୁର ପୈତୃକ ଘର ଓ ସଦର ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ହେଉଛି ରେଡ଼। ସେହିପରି ଭୁବନେଶ୍ୱର ସୌଭାଗ୍ୟନଗର ଆବାସିକ ଘରେ ଓ ଚକେଇସିଆଣି ସମ୍ପର୍କୀୟଙ୍କ ଘରେ ଚାଲିଛି ଚଢ଼ାଉ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.