Below header

ବଲାଙ୍ଗିର ପାଟଣାଗଡ଼ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲାଙ୍ଗିର(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ମାମଲାରେ ସହାକୀର ନିର୍ବାହୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ଚଢାଉ ଜାରି ରହିଛି। ଏକକାଳୀନ ୪ଟି ସ୍ଥାନରେ ରେଡ୍‌ ଚାଲିଛି। ଘର, କାର୍ଯ୍ୟାଳୟ ସମେତ ସମ୍ପର୍କୀୟଙ୍କ ଘରେ ଚଢାଉ ଚାଲିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.