ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର(କେ ନ୍ୟୁଜ): ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଭୁବନେଶ୍ୱର ବ୍ଲକର କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନଙ୍କ ଘରେ ରେଡ୍‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ଚଢ଼ାଉ ଚାଲିଛି।

ଭୁବନେଶ୍ୱର ହାଉସିଂ ବୋର୍ଡ କଲୋନୀ ସ୍ଥିତ ଘରେ, ପୁରୀ କାକଟପୁର ଶ୍ରୀଚନ୍ଦନପୁର ସ୍ଥିତ ବାସଭବନ ଓ ଭୁବନେଶ୍ୱର BDO କାର୍ଯ୍ୟାଳୟରେ ଥିବା ଚାମ୍ବରରେ ଏକକାଳୀନ ଚଢ଼ାଉ ଚାଲିଛି। ସର୍ଚ୍ଚ ଓ୍ଵାରେଣ୍ଟ ଜାରି କରିଛନ୍ତି ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.