ଯାଜପୁର: ଭିଜିଲାନ୍ସ ଜାଲରେ କିରାଣୀ । ଯାଜପୁର ଧର୍ମଶାଳା ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟ କନିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି । ଏକକାଳୀନ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ।
କିରାଣୀଙ୍କ ନିଜସ୍ୱ ଗାଁ ଚାହଟା ଘରୁ ପାଖାପାଖି ୮ଲକ୍ଷରୁ ଅଧିକ ଟଙ୍କା ସହ ସୁନା ଓ ରୂପା ଅଳଙ୍କାର ଜବତ ହୋଇଛି । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ଡିଏସ୍ପି ସୁରେନ୍ଦ୍ର ରାୟଗୁରୁ ସୂଚନା ଦେଇଛନ୍ତି।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…