Categories: ରାଜ୍ୟ

ଭିଜିଲାନ୍ସ କବଜାରେ ଏନ୍‌ଏଚ୍‌ଏଆଇ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର (କେ ନ୍ୟୁଜ୍‌) : ନିର୍ବାହୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ । ଜୟପୁର ଏନ୍‌ଏଚ୍‌ ଡିଭିଜନ୍‌ର ନିର୍ବାହୀ ଯନ୍ତ୍ରୀ ହରେକୃଷ୍ଣ ପଣ୍ଡାଙ୍କ ଠାରୁ ବେଆଇନ୍‌ ଭାବେ ୩ ଲକ୍ଷ ୮୯ ହଜାର ୧୭୫ ଟଙ୍କା ଜବତ ହୋଇଛି । ଯାହାର ସେ ହିସାବ ଦେଇ ପାରି ନଥିଲେ । ଆଠ ନମ୍ବର ଡିଏଭି ସ୍କୁଲ ପାଖରେ ତାଙ୍କୁ ଭିଜିଲାନ୍ସ ଅଧିକାରୀ ଧରିଥିଲେ ।


ଏହା ପରେ ତାଙ୍କ ଭୁବନେଶ୍ୱର ନୀଳକଣ୍ଠ ନଗର ସ୍ଥିତ କ୍ରିଷ୍ଣା ରେସିଡେନସୀ ବାସଭବନ ଉପରେ ଭିଜିଲାନ୍ସ ଅଧିକାରୀ ଚଢ଼ାଉ କରିଛନ୍ତି । ସେପଟେ କୋରାପୁଟ ଡିଭିଜନ୍‌ ଅଧିକାରୀ ଜୟପୁର ସ୍ଥିତ ତାଙ୍କ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି ।

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

4 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

5 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

6 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

7 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

7 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

8 hours ago