Below header

ଲାଞ୍ଚ ନେଲି କାହିଁକି ? ଧରାପଡ଼ିଲି କାହିଁକି

ମୋହନା (କେନ୍ୟୁଜ୍) : ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା ମୋହନା ତହସିଲ ଅନ୍ତର୍ଗତ ଚାନ୍ଦିପୁଟ ରାଜସ୍ୱ ନିରୀକ୍ଷକ ପ୍ରଭାକର ପାଢ଼ୀ । ଜମି ସୀମା ଚିହ୍ନଟ ପାଇଁ ଟୁଟୁଗୁଡା ଗାଁର ଦୁଃଶାସନ ପ୍ରଧାନଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ତାଙ୍କୁ ଗିରଫ କରାଯାଇଛି । ଏଥି ସହିତ ମୋହନା ସ୍ଥିତ ଭଡ଼ା ଘର, ପାରଳାଖେମୁଣ୍ଡି ଏବଂ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ନିକଟରେ ଥିବା ଘରେ ଚଢାଉ ହୋଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତିର ଆକଳନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.