ଢେଙ୍କାନାଳ(କେନ୍ୟୁଜ୍): ଦୁଷ୍କର୍ମକାରୀକୁ ନିର୍ଦ୍ଧୁମ ଛେଚା। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମକାରୀକୁ ଗ୍ରାମବାସୀ ଅଟକ ରଖି ନିର୍ଦ୍ଧୁମ ଛେଚିଥିଲେ । ପରେ ପୋଲିସର ଜିମା ଦେଇଥିଲେ । ସୂଚନା ଅନୁଯାୟୀ, ଗତ ବୁଧବାର ନାବାଳିକା ନିକଟସ୍ଥ ନଳକୂଅରୁ ପାଣି ଆଣୁଥିବା ସମୟରେ ତାର ଜଣେ ଦୂର ସମ୍ପର୍କୀୟ ମାମୁଁ ଟେକି ନେଇ ଦୁଷ୍କର୍ମ କରିଥିଲା ।
ଗୁରୁତର ନାବାଳିକାକୁ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ହିନ୍ଦୋଳ ଥାନା ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି । ସେପଟେ ପରିବାରଲୋକେ ଅଭିଯୁକ୍ତକୁ ଫାଶୀ ଦେବାକୁ ଦାବି କରିଛନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…