ରାଜ୍ୟ

ପଞ୍ଚାୟତ କାର୍ଯ୍ୟାଳୟରୁ ଚାଉଳ ଚୋରି ଅଭିଯୋଗ, ଜିଆରଏସ୍ ଅଟକ

ବାରିପଦା(କେନ୍ୟୁଜ୍): ପଞ୍ଚାୟତ କାର୍ଯ୍ୟାଳୟରୁ ଚାଉଳ ଚୋରି ଅଭିଯୋଗରେ ଗ୍ରାମରୋଜଗାର ସେବକ ଅଟକ। ଜିଆରଏସଙ୍କୁ ଅଟକ ରଖି ପୋଲିସର ଜିମା ଦେଲେ ଗ୍ରାମବାସୀ। ମୟୂରଭଞ୍ଜ ଜିଲ୍ଲା ଶାମାଖୁଣ୍ଟା ବ୍ଳକ ବାଉଁଶବିଲା ପଞ୍ଚାତୟରେ ଆଜି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

ଜିଆରଏସ ଯଶୋବନ୍ତ ବାରିକ ପଞ୍ଚାୟତ କାର୍ଯ୍ୟାଳୟରୁ ୬୦ କିଲୋ ଚାଉଳ ନେଇ ଯାଉଥିବା ବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ଚାଉଳ ନେଉଥିବା ନେଇ କୌଣସି ସନ୍ତୋଷ ଜନକ ଉତ୍ତର ଦେଇ ପାରି ନଥିଲେ ଯଶୋବନ୍ତ। ତାଙ୍କ ନାଁରେ ମଧ୍ଯ ପୂର୍ବରୁ ମଧ୍ୟ ଚାଉଳ ଚୋରି କରି ବିକ୍ରୀ କରିବା ଅଭିଯୋଗ ଥିବା କହିଛନ୍ତି ଗ୍ରାମବସୀ।

ଉତ୍ତେଜନା ଦେଖାଯିବା ପରେ ଘଟଣା ସ୍ଥଳରେ ଶାମାଖୁଣ୍ଟା ବ୍ଳକ ଉପାଧ୍ୟକ୍ଷ ଓ ବାରିପଦା ସଦର ଥାନା ପୋଲିସ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ। ବାରିପଦା ସଦର ଥାନା ପୋଲିସ ଯଶୋବନ୍ତଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି। ତେବେ ଜଣେ ଦିବ୍ୟାଙ୍ଗଙ୍କ ପାଇଁ ସେ ଚାଉଳ ନେଉଥିବା ସଫେଇରେ ଦେଇଛନ୍ତି ଜିଆରଏସ।

Sonalisa

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

50 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

1 hour ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

1 hour ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago