ମୟୂରଭଞ୍ଜ(କେନ୍ୟୁଜ୍): ମୟୂରଭଞ୍ଜ କୋଭିଡ ହସ୍ପିଟାଲରୁ ଡିସଚାର୍ଜ ପରେ ରୋଗୀ ମୃତ୍ୟ ଘଟଣାକୁ ନେଇ ଗାଁରେ ଉତ୍ତେଜନା । ମୟୂରଭଞ୍ଜ ଥାନା ତାରଣା ଗ୍ରାମର ରାତୁ ମୁର୍ମୁଙ୍କୁ ଡିସଚାର୍ଜ ପେପର ଦେଇ ଘରେ ଛାଡିବାର କିଛି ଘଣ୍ଟା ପରେ ତାଙ୍କର ମୃତ୍ୟୁ ଘଟିଥିଲା ।
ସ୍ଥାନୀୟ ଲୋକେ କୋଭିଡରେ ମୃତ୍ୟୁ ସନ୍ଦେହ କରି ଦାବିରେ ରାସ୍ତା ରୋକ କରିଥିଲେ। ପରେ ପୋଲିସ ଓ ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ସ୍ଥିତି ସୁଧାର ଆସିଥିଲା ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…