Below header

ବ୍ରହ୍ମପୁର ଷ୍ଟେସନରେ ଅଗ୍ନିକାଣ୍ଡ : ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଭିଲୁପୁରମ-ଖଡ଼ଗପୁର ଏକ୍ସପ୍ରେସ ଟ୍ରେନ୍

ବ୍ରହ୍ମପୁର (କେନ୍ୟୁଜ୍) : ଷ୍ଟେସନରେ ଅଗ୍ନିକାଣ୍ଡ । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏକ୍ସପ୍ରେସ୍ ଟ୍ରେନ୍ । ଭିଲୁପୁରମ-ଖଡ଼ଗପୁର ଏକ୍ସପ୍ରେସ ଟ୍ରେନ୍ ବଗିରେ ଅଗ୍ନିକାଣ୍ଡ ଘଟିଥିଲା। ବ୍ରହ୍ମପୁର ଷ୍ଟେସନରେ ଛିଡ଼ା ହୋଇଥିବା ବେଳେ ଏସ୍-୩ ବଗିରେ ନିଆଁ ଲାଗିଯାଇଥିଲା । ବ୍ୟାଟେରୀ ବକ୍ସରୁ ଧୂଆଁ ବାହାରୁଥିବା ଦେଖି ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ । ଏହାପରେ କର୍ମଚାରୀମାନେ ନିଆଁକୁ ଆୟତ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.