ଭଦ୍ରକ (କେନ୍ୟୁଜ୍) : ଭଦ୍ରକ ଟାଉନ ଥାନାରେ ଜଣେ କାର୍ଯ୍ୟରତ ପୋଲିସ କର୍ମଚାରୀ ମଦ ମାଗିବାର ଅଡ଼ିଓ ଭିଡିଓ ଏବେ ମୋବାଇଲରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି।
ଟାଉନ ଥାନାରେ କାର୍ଯ୍ୟରତ ଜଣେ ଏଏସ୍ଆଇ ଅନ୍ୟ ଜଣେ କର୍ମଚାରୀଙ୍କ ସହ ମିଶି ଜନୈକ ଯୁବକଙ୍କ ଠାରୁ ମଦ ନେବା ସହ ଅଧିକ ମଦ ପାଇଁ କହୁଥିବା ଏହି ଭିଡିଓରେ ଦେଖିବାକୁ ମିଳୁଛି। ପୁଣି ଭିଡିଓ ଭାଇରାଲ ପରେ ଉକ୍ତ ଯୁବକଙ୍କୁ କିଏ ଭିଡିଓ ଭାଇରଲ କରିଛି ବୋଲି ପଚାରୁଛନ୍ତି । ସେହି ଫୋନ୍ କଥାବାର୍ତ୍ତାର ଅଡିଓ ବି ଭାଇରାଲ ହେବାରେ ଲାଗିଲାଣି। ଏହି ଘଟଣା ପରେ ଟାଉନ ପୋଲିସର କାର୍ଯ୍ୟ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।
ଅନ୍ୟପକ୍ଷରେ ଘଟଣାର ତଦନ୍ତ କରି ପ୍ରକୃତ ସତ୍ୟ କଣ ବାହାର କରିବା ପାଇଁ ଜନସାଧାରଣଙ୍କ ପକ୍ଷରୁ ଦାବି ହୋଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…