Below header

ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁନି, ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦିଅନ୍ତୁ : ନବୀନ ପଟ୍ଟନାୟକ

ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁନି। ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅପିଲ କରିଛନ୍ତି ନବୀନ। ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କନିଷି ପଡ଼ିଆରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧନ କରିଛନ୍ତି ନବୀନ । ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅପିଲ କରିଛନ୍ତି ନବୀନ । ଏହାପରେ ଆସିକାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ।

ବ୍ରହ୍ମପୁର (କେନ୍ୟୁଜ): ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁନି। ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅପିଲ କରିଛନ୍ତି ନବୀନ। ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କନିଷି ପଡ଼ିଆରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧନ କରିଛନ୍ତି ନବୀନ । ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅପିଲ କରିଛନ୍ତି ନବୀନ । ଏହାପରେ ଆସିକାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ବ୍ରହ୍ମପୁର ଲୋକସଭା ଆସନରେ ଲଗାତାର ୩ଥର ବିଜୟୀ ହୋଇଛି ବିଜେଡି ।

ସେହିପରି ୨୦୧୯ ନିର୍ବାଚନରେ ଏହି ଲୋକସଭା କ୍ଷେତ୍ରର ୭ ବିଧାନସଭା ଆସନ ମଧ୍ୟରୁ ବିଜେଡି ୫ଟିରେ ଜିତିଥିଲା । ସେହିପରି ଆସିକା ଲୋକସଭା ଆସନରେ ବିଜେଡି ଲଗାତାର ବିଜୟୀ ହୋଇ ଆସୁଛି । ଗତଥର ନିର୍ବାଚନରେ ଆସିକା ଲୋକସଭା କ୍ଷେତ୍ରର ୭ଟି ଆସନ ମଧ୍ୟରୁ ୬ଟିରେ ବିଜେଡି ଜିତିଥିଲା । ଆସିକା ସଭା ପରେ ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.