ରାଜ୍ୟ

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା ଓ ମୋରଡ଼ା ଆସନ। କେବେଳ ମୋରଡ଼ାକୁ ଛାଡିଦେଲେ ବାକି ସବୁ ଆସନ ଅନୁସୂଚିତ ଜନଜାତିଙ୍କ ଲାଗି ସଂରକ୍ଷିତ । ଏହାସହ ଜିଲ୍ଲାର ବଡ଼ସାହି ବିଧାନସଭା ଆସନ ବାଲେଶ୍ୱର ଲୋକସଭା କ୍ଷେତ୍ର ଅଧୀନରେ ଆସୁଛି । ଏଠାରେ ମଧ୍ୟ ଭୋଟିଂ ହେଉଛି ।

ମୟୂରଭଞ୍ଜ ଲୋକସଭା ଆସନ ପାଇଁ ୧୩ ଜଣ ପ୍ରାର୍ଥୀ ଅଛନ୍ତି । ସେଥିରୁ ଦୁଇ ଜଣ ମହିଳା । ସେହିପରି ଯଶୀପୁର ପାଇଁ ୯, ସାରସକଣା ପାଇଁ ୧୪, ରାଇରଙ୍ଗପୁର ପାଇଁ ୧୩, ବାଙ୍ଗିରିପୋଷି ପାଇଁ ୧୬, ଉଦଳା ପାଇଁ ୧୫, ବାରିପଦା ପାଇଁ ୮ ଓ ମୋରଡ଼ା ପାଇଁ ୧୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦୀତା କରୁଛନ୍ତି । ଅର୍ଥାତ ମୟୂରଭଞ୍ଜ ଲୋକସଭା ଅଧୀନ ୭ ବିଧାନସଭା କ୍ଷେତ୍ରରେ ୧୦୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦୀତା କରୁଛନ୍ତି ।

Sonalisa

Recent Posts

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

1 min ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

5 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

7 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

12 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

20 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

38 mins ago