‘ୟସ’ ପରର ପ୍ରଭାବ: ଶୋଇଥିବା ସମୟରେ ଭୁଶୁଡିଲା କାନ୍ଥ ସହିତ ଘରର ଛାତ, ଅଳ୍ପକେ ବର୍ତ୍ତିଲେ ପରିବାର ୪ ଜଣ

କରଞ୍ଜିଆ: ‘ୟସ’ ଗଲା ପରର ପ୍ରଭାବ। ଭୁଶୁଡି ପଡିଲା ଘରର କାନ୍ଥ ସହ ଛାତ। ଅଳ୍ପକେ ବର୍ତ୍ତିଲେ ପରିବାର ୪ ଜଣ। ସୂଚନା ଅନୁଯାୟୀ, ଘରେ ଶୋଇଥିବା ସମୟରେ ଭୁଶୁଡିଲା କାନ୍ଥ ଓ ଛାତ।

ଯଶୀପୁର ଥାନା ମହାର୍ଦ୍ଦାପଳସା ଢ଼ିପା ସାହିରେ ଘଟିଛି ଏହି ଅଭାବନୀୟ ଘଟଣା। ମେନା ହୋ ଓ ତାଙ୍କ ସ୍ତ୍ରୀ ସହ ଦୁଇ ଜଣ ଶିଶୁ ଶୋଇଥିବା ବେଳେ ହଠାତ୍ ଏଭଳି ଅଘଟଣ ଘଟିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.