ରାଜ୍ୟ

ନାଏବ ସରପଞ୍ଚ ନିର୍ବାଚନକୁ କେନ୍ଦ୍ର କରି ୱାର୍ଡ ସଭ୍ୟଙ୍କୁ ଅପହରଣ ! ଥାନାରେ ଏତଲା ଦେଲେ ପତ୍ନୀ

ଯାଜପୁର ଟାଉନ୍(କେନ୍ଯୁଜ୍): ନାଏବ ସରପଞ୍ଚ ନିର୍ବାଚନକୁ କେନ୍ଦ୍ର କରି ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ। ଯାଜପୁର ବ୍ଲକ ପଣସା ପଂଚାୟତର ୧୨ନମ୍ବର ୱାର୍ଡ ସଭ୍ୟ ମନୋଜ ରାଉତଙ୍କୁ ପଂଚାୟତର କେତେକ ଦୁର୍ବୃତ୍ତ ଆଜି ପୂର୍ବାହ୍ନରେ ଅପହରଣ କରି ନେଇଥିବା ଅଭିଯୋଗ କରିଛନ୍ତି ମନୋଜଙ୍କ ପତ୍ନୀ ସସ୍ମିତା।

ସେ କରିଥିବା ଅଭିଯୋଗ ଅନୁଯାୟୀ ସୁଶାନ୍ତ ଘଡେଇ,ରମେଶ ପାତ୍ର ଏବଂ ଭ୍ରମରବର ମହାଳିକଙ୍କ ସମେତ କେତେକ ଦୁର୍ବୃତ୍ତ ମନୋଜଙ୍କୁ ଅପହରଣ କରି ନେଇଛନ୍ତି। ଏ ନେଇ ମନୋଜଙ୍କ ପତ୍ନୀ ଯାଜପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରି ତୁରନ୍ତ ତାଙ୍କ ସ୍ୱାମୀଙ୍କୁ ମୁକୁଳାଇବା ସହିତ ଅପହରଣକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଗୃହ ଉପଯୋଗୀ ବସ୍ତୁ ବୃଦ୍ଧି ପାଇବ । ଖର୍ଚ୍ଚ ଅଧିକ ହେବ…

21 mins ago

ଧାନ ତଳି ପକାଇବା ପାଇଁ ବିଲରୁ ଘାସ କାଟି ସଫା କରୁଥିଲେ, ଇଲେକ୍ଟ୍ରି ତାର ଲାଗି କୈଳାସଙ୍କ ମୃତ୍ୟୁ

ମାର୍ଶାଘାଇ(କେନ୍ୟୁଜ): ସକାଳୁ ସକାଳୁ ଯାଇଥିଲେ କ୍ଷେତକୁ । ଧାନ ତଳି ପକାଇବା ପାଇଁ । ହେଲେ ସେ କଣ ଜାଣିଥିଲେ…

4 hours ago

ବିଏସକେଓ୍ଵାଇ କାର୍ଡ଼ କଣ ବନ୍ଦ ହୋଇଗଲା ? କେତେ ସତ କେତେ ମିଛ

ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ଆଉ କାମ କରୁନି ? ଲକ୍ଷ୍ମୀ ବସ୍‌ ଆଉ ଚାଲୁନି ? ଆହାର ଆଉ ମିଳିବ…

4 hours ago

ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ, ନିଜ ଅଞ୍ଚଳବାସୀଙ୍କ ସହ କାମ କରିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର(କେନ୍ୟୁଜ୍‌): ଓଡ଼ିଶା ପାଇଁ ପରିଶ୍ରମ କରିଛୁ, ଆଗକୁ କରିବୁ । ୨୪ ବର୍ଷର ଶାସନକୁ ନେଇ କୌଣସି ଲାଜ କରିବାର…

4 hours ago

ଆସିଲା ହାତୀ ଗଣନା ରିପୋର୍ଟ, ରାଜ୍ୟରେ ମୋଟ ୨୦୯୮ ହାତୀ

ଭୁବନେଶ୍ୱର(କେନ୍ୟୁଜ୍‌): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର…

5 hours ago

ନବୀନ ନିବାସରେ ବିଜେଡିର ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…

6 hours ago