ରାଜ୍ୟ

ନିଆଁ ଲାଗି କୋଟି କୋଟି ଟଙ୍କାର ପାଣି ପାଇପ ଭସ୍ମୀଭୂତ

ସୁବର୍ଣ୍ଣପୁର(କେନ୍ୟୁଜ): ପ୍ଲାଷ୍ଟିକ ପାଇପରେ ଲାଗିଲା ନିଆଁ । କୋଟିକୋଟି ଟଙ୍କାର ପାଣି ପାଇପ ଭସ୍ମୀଭୂତ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲଙ୍ଗଳକଟା ରାସ୍ତା କଡର ଏକ ପଡ଼ିଆରେ ଥିବା ଜୁବେରି ଇଞ୍ଜିନିୟରିଂ କମ୍ପାନୀର ପ୍ଲାଷ୍ଟିକ ପାଇପ ଗଦାରେ ଭୟାବହ ନିଆଁ ଲାଗିଛି । ଅଗ୍ନିଶମବାହିନୀ ପହଂଚି ନିଆଁକୁ ଆୟତ୍ତ କରୁଛନ୍ତି ।

ଲଙ୍ଗଳକଟା ଗାଁର ଚାଷଜମି ଗୁଡିକରେ ମେସିନ ସାହାଯ୍ୟରେ ଧାନକଟା ସରିବା ପରେ ପଡିରହିଥିବା ପାଳଗଦାରେ ଲୋକ ନିଆଁ ଲଗାଇଥିଲେ । ପାଳଗଦାରୁ ନିଆଁ ବ୍ୟାପୀ ପାଇପ୍‌ରେ ଲାଗିଥିଲା । ନିଆଁର ପ୍ରକୋପ ଏତେ ଥିଲା ଯେ ସ୍ଥାନୀୟ ଲୋକ ଆୟତ୍ତ କରିପାରିନଥିଲେ । ଅଗ୍ନିଶମବାହିନୀ ପହଂଚି ନିଆଁକୁ ଆୟତ୍ତ କରୁଛନ୍ତି।

 

Sonalisa

Recent Posts

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

3 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

15 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

32 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago