Below header

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଆଜି ଉପକୂଳ ଓଡ଼ିଶା ତଥା ମୟୁରଭଞ୍ଜ, କନ୍ଧମାଳ, କେନ୍ଦୁଝର ଆଦି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ଜଣାଯାଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସେହିପରି କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଓ ନୟାଗଡ଼। ଏଠାରେ କାଳବୈଶାଖୀ ସହ ବଜ୍ରପାତ ହୋଇପାରେ ବୋଲି ଜଣାପଡ଼ିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.