ଭୁବନେଶ୍ବର : ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡା ନିକଟସ୍ଥ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୧୧ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଅଗଷ୍ଟ ୨ ପରେ ପାଣିପାଗରେ ପରିବର୍ତ୍ତନ ଆସିବ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…