ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା, ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୦.୦ ରେକର୍ଡ

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ଆଜି ସକାଳୁ ଭବାନୀପାଟଣା ଓ ଦାରିଙ୍ଗିବାଡର କିଛି ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୦.୦ ରେକର୍ଡ କରାଯାଇଛି । କଳାହାଣ୍ଡି, ସୋନପୁର, ରାୟଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲା ମାନଙ୍କରେ ଘନ କୁହୁଡି ଦେଖାଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.