୧୮ରୁ ରାଜ୍ୟରେ ପୁଣି ବଦଳିବ ପାଗ, ଆରମ୍ଭ ହୋଇଯିବ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ୧୮ ତାରିଖରୁ ରାଜ୍ୟରେ ପୁଣି ବଦଳିବ ପାଗ। ଆରମ୍ଭ ହୋଇଯିବ ବର୍ଷା। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଟ୍ରପ ଲାଇନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଚା ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.