ଖରାର ପ୍ରକୋପ ପରେ କାଳବୈଶାଖୀ ଆଶଙ୍କା, ଏହି ଜିଲ୍ଲାରେ ଦେଖାଦେବ ପ୍ରଭାବ

ଭୁବନେଶ୍ବର (କେନ୍ୟୁଜ୍) : ଆଜିଠୁ ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ଆଶଙ୍କା । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର ଜିଲ୍ଲାରେ କାଳବୌଶାଖିର ପ୍ରଭାବ ଦେଖିବାକୁ ମିଳିପାରେ । ସେହିପରି ୩ ଦିନ ମଧ୍ୟରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ କମିବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୧୯ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ,ବାଲେଶ୍ୱରରେ ପବନ ସାଙ୍ଗକୁ କୁଆପଥର ବର୍ଷାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.