ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ କମିବ ଶୀତ, ବଢ଼ିବ କୁହୁଡ଼ି। ଲୋକଙ୍କୁ ମିଳିବ ଆଶ୍ୱସ୍ତି। ୩ ଦିନର ହାଡ଼ ଭଙ୍ଗା ଥଣ୍ଡା ପରେ ରାଜ୍ୟବାସୀଙ୍କୁ ଏବେ ସାମାନ୍ୟ ଆଶ୍ୱସ୍ତି ମିଳିବ। ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁର ପ୍ରବାହ କମିବା ଆରମ୍ଭ ହୋଇଥିବାବେଳେ ରାଜ୍ୟକୁ ଏବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁର ପ୍ରବାହ ବୃଦ୍ଧି ହେଉଛି। ଏହାଦ୍ୱାରା ତାପମାତ୍ରା ବଢ଼ିବା ଆରମ୍ଭ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ ଦିନ ମଧ୍ୟରେ କାଜ୍ୟର ବିଭିନ୍ନ ସ୍ତାନରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହାଯୋଗୁ ଜାରି ରହିଥିବା ଶୀତର ପ୍ରକୋପ ହ୍ରାସ ପାଇବ।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…