ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୩୧ରେ କେରଳ ଛୁଇଁପାରେ ମୌସୁମୀ । ଏଥିରେ ମଡେଲ ତ୍ରୁଟି ୪ ଦିନ ରହିପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ମୌସୁମୀ ଅଗ୍ରଗତି ପାଇଁ ପାଗ ଅନୁକୂଳ ରହିଥିବା ବେଳେ ମେ ୩୧ରେ ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି ।
ଏ ଭିତରେ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ, କୋମରିନ, ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର ଆଉ କିଛି ଅଂଶକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜର ବାକି ଅଂଶକୁ ଦୁଇ ଦିନ ଭିତରେ ମୌସୁମୀ ଛୁଇଁବ ବୋଲି ଆକଳନ କରାଯାଇଛି । ଆଗାମୀ ୩ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୩ ଡଗ୍ରୀ ସେଲସିୟସ ବଢିପାରେ । ତାପମାତ୍ରାରେ ୱଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…