ଭୁବନେଶ୍ବର(କେନ୍ୟୁଜ୍): ପ୍ରାଣଘାତକ ସାଜିଲାଣି ନନ୍ଦନକାନନ ପରିବେଶ। ହର୍ପିସ ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇ ମାସକ ମଧ୍ୟରେ ୪ଟି ହାତୀ ମୃତ୍ୟୁବରଣ କରିବା ପରେ ଧଳା ବାଘ ଶୁଭ୍ରାଂଶୁ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ବାଘଟି ସଂକ୍ରମଣ ଦ୍ୱାରା ଆକ୍ରାନ୍ତ ହୋଇଥିବା ଅନୁମାନ କରାଯାଉଛି। ଗତ ରବିବାର ଠାରୁ ଶୁଭ୍ରାଂଶୁ ଠିକ୍ରେ ଖିଆପିଆ କରୁନଥିବା ସହ ଶୋଇ ରହୁଥିବା ଜଣାପଡ଼ିଛି। ନନ୍ଦନକାନନ ଡାକ୍ତରୀ ଦଳ ଧଳାବାଘର ଚିକିତ୍ସା ଆରମ୍ଭ କରିଛନ୍ତି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…