Categories: ରାଜ୍ୟ

ନନ୍ଦନକାନନରେ ବିରଳ ଧଳାବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ

ଭୁବନେଶ୍ବର: ନନ୍ଦନକାନନରେ ବିରଳ ଧଳାବାଘର ମୃତ୍ୟୁ । ଆଜି ଧଳା ବାଘ ଶୁଭ୍ରାଂଶୁର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲା । ଏକ ମାସ ଧରି ଚିକିତ୍ସା ପରେ ଆଜି ତାର ମୃତ୍ୟୁ ହୋଇଛି । ପ୍ରାଣୀ ଉଦ୍ୟାନ ବାଘ ସଫାରୀରେ ରହି କିଛି ଦିନ ହେଲା ହଜାର ହଜାର ପର୍ଯ୍ୟଟକଙ୍କୁ ଆମୋଦ ପ୍ରମୋଦ ଯୋଗାଇ ଆସୁଥିଲା ।

ଗତ ସେପ୍ଟେମ୍ବର ୨୨ ତାରିଖରେ ସଫାରୀ ମଧ୍ୟରେ ଅଚାନକ ଅସୁସ୍ଥ ହୋଇ ପଡ଼ିଥିଲା । ରକ୍ତ ଜନିତ ସଂକ୍ରମଣରେ ଆକ୍ରାନ୍ତ ହୋଇଥିଲା । ଅସୁସ୍ଥ ହେବା ପରେ ସେ ଖାଇବା ଛାଡି ଦେଇଥିଲା । ନନ୍ଦନକାନନ ପଶୁ ଚିକିତ୍ସକ ବାଘକୁ ବିଭିନ୍ନ ମେଡିସିନ୍ ଓ ନିଶ୍ଚେିତକ ମାଧ୍ୟମରେ ସାଲାଇନ୍ ଦେଇଥିଲେ । ହେଲେ ବାଘର ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ହୋଇନଥିଲା । ଶୁଭ୍ରାଂଶୁର ମୃତ୍ୟୁ ପରେ ଏବେ ଏବେ ନନ୍ଦନକାନନରେ ଏବେ ୧୨ଟି ବାଘ ଓ ୧୩ଟି ବାଘୁଣୀ ଅଛନ୍ତି ।

KNews Bureau

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାମ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

26 seconds ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

2 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

6 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

8 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

12 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

21 mins ago