ଭୁବନେଶ୍ୱର (କେନ୍ୟୁଜ): କିଏ ହେବେ ବିଧାନସଭାର ନୂଆ ଉପବାଚସ୍ପତି । ଆସନ୍ତାକାଲି ବିଧାନସଭା ଉପବାଚସ୍ପତି ପାଇଁ ନିର୍ବାଚନ ହେବ । ସକାଳ ୯ଟା ୩୦ରେ ହେବ ଭୋଟ ଗ୍ରହଣ । ଆଜି ଉପବାଚସ୍ପତି ପାଇଁ ନାମାଙ୍କନ ଦାଖଲ ହେବ। ଦିନ ୧୨ଟା ସୁଦ୍ଧା ଦାଖଲ ହେବ ନାମାଙ୍କନ ପତ୍ର । ରଜନୀକାନ୍ତ ସିଂ ଉପବାଚସ୍ପତି ପଦରୁ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ। ଆସନ୍ତାକାଲି ଆରମ୍ଭ ହେଉଛି ବିଧାନସଭା ଶୀତକାଳୀନ ଅଧିବେଶନ । ତାପୂର୍ବରୁ ନୂଆ ଉପବାଚସ୍ପତି ନିର୍ବାଚିତ ହେବେ ।
ପଶ୍ଚିମ ଓଡିଶା କିମ୍ବା ଢେଙ୍କାନାଳ ଓ ଅନୁଗୁଳରୁ କୌଣସି ବରିଷ୍ଠ ନେତାଙ୍କୁ ମିଳିପାରେ ଏହି ପଦ । ଦୁଇରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ନେତାଙ୍କ ନାଁ ଚର୍ଚ୍ଚାରେ ରହିଛି। ଦୌଡ଼ରେ ଆଗରେ ଅଛନ୍ତି ପର୍ଜଙ୍ଗ ବିଧାୟକ ନୃସିଂହ ସାହୁ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ନର୍ଲା ବିଧାୟକ ଭୂପିନ୍ଦର ସିଂ ଓ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ।
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…