ଖୋର୍ଦ୍ଧା(କେନ୍ୟୁଜ୍) : ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି। ଘରୋଇ ମେଡିକାଲରେ ବିସ୍ଫୋରଣରେ ଗୁରୁତର ଦିଲ୍ଲୀପ ସାମନ୍ତରାୟଙ୍କର ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।
ଦିଲ୍ଲୀପଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀଙ୍କୁ ବାପଘର ଲୋକେ ନିଜ ଗାଁ ଜଟଣୀ ନୂଆ ଗାଁକୁ ନେଇଯାଇଥିଲେ। ସେଠାରେ ସେ ଆତ୍ମହତ୍ୟା କରିଛନ୍ତି। ଜଟଣୀ ଥାନା ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି। ଦୁଇବର୍ଷ ତଳେ ଉଭୟଙ୍କ ବିବାହ ହୋଇଥିଲା।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…