ଉଦଳା(କେନ୍ୟୁଜ୍): ସ୍ୱାମୀକୁ ପିଟିପିଟି ମାରିଲା ସ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଶିରିଆପାଳ ଗାଁରେ ଅଭାବନୀୟ ଘଟଣା । ମୃତକ ହେଲେ ଶିରିଆପାଳ ଗାଁର ଲାଦୁରା ସିଂ । କୌଣସି କାରଣକୁ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ।
ଝଗଡା ଏତେ ଭୟଙ୍କର ଥିଲା ଯେ, ସ୍ତ୍ରୀ ଏକ କାଠ ଫାଳିଆରେ ସ୍ୱାମୀ ଲାଦୁରାଙ୍କ ମୁଣ୍ଡକୁ ବାଡେଇଥିଲେ । ହତ୍ୟା ପରେ ପିଲାଙ୍କୁ ଧରି ଅଭିଯୁକ୍ତ ସ୍ତ୍ରୀ ଗୁରୁବାରୀ ଘଟଣାସ୍ଥଳରୁ ଫେରାର ହେଇଯାଇଛି । ଶରତ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତକୁ ଧରିବାକୁ ତନାଘନା ଚଳାଇଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…