ଭଦ୍ରକ(କେ ନ୍ୟୁଜ): କୋଭିଡ୍ ସଂକ୍ରମଣ କମୁଛି। କିନ୍ତୁ କିଛି ଗୁରୁତର ଅସୁସ୍ଥ ଏବେ ଜୀବନ ସହ ସଂଘର୍ଷ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଅଭିଷେକ ମହାପାତ୍ର। ୩୦ ବର୍ଷର ଅଭିଷେକ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି। ଉନ୍ନତମାନର ସେବା ପାଇବା ଲାଗି ତାଙ୍କୁ କୋଲକାତା ଯିବାକୁ ପଡିବ। କିନ୍ତୁ ଅର୍ଥ ବାଧକ ସାଜିଛି।
ଆବଶ୍ୟକ ଅଛି ପ୍ରାୟ ଏକ କୋଟି ଟଙ୍କା। ଅଭିଷେକଙ୍କ ଘର ଭଦ୍ରକ ବାସୁଦେବପୁରରେ। ମାସେ ତଳେ ସେ ବିବାହ କରିଥିଲେ। ଏବେ ତାଙ୍କ ପରିବାର ଲୋକେ ଅର୍ଥ ସଂଗ୍ରହ ପାଇଁ ଉଦ୍ୟମ କରୁଛନ୍ତି। ଆପଣମାନେ ଯଦି କେହି ସାହାଯ୍ୟ କରିବାକୁ ଚାହୁଁଛନ୍ତି ତେବେ ୭୦୦୮୮୨୯୧୩୯ ଓ ୯୫୮୩୫୯୬୮୮୬ ନମ୍ବରକୁ ଯୋଗାଯୋଗ କରିପାରିବେ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…