ରାଜ୍ୟ

ପୁରୀରୁ ଲଢିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ! ଏମିତି କହିଲେ ବିଧାୟକ ଜୟନ୍ତ ଷଡଙ୍ଗୀ

ପୁରୀ(କେନ୍ୟୁଜ୍):  ପୁରୀରୁ ଲଢିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି !! ପ୍ରତିକ୍ରିୟା ରଖିଲେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ। ଲୋକସଭା ନିର୍ବାଚନରେ ପୁରୀରୁ ମୋଦୀ ନିର୍ବାଚନ ଲଢିବା ନେଇ ଶୁଣିଛନ୍ତି କହିଲେ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ପୁରୀବାସୀଙ୍କ ଇଚ୍ଛା ଓ ମହାପ୍ରଭୁଙ୍କ ଆର୍ଶୀବାଦ ରହିଲେ ପୁରୀରୁ ଲଢିବେ ମୋଦି ଓ ଜିତିବେ ମୋଦି।। ଏହାସହ ଜିଲ୍ଲାର ୬ ଟି ବିଧାନସଭା ନିର୍ବାଚନମଣ୍ଡଳୀର ଫଳାଫଳ ମଧ୍ୟ ଭାରତୀୟ ଜନତା ପାର୍ଟି ସପକ୍ଷରେ ଯିବ ବୋଲି କହିଲେ ବିଧାୟକ ଜୟନ୍ତ ଷଡ଼ଙ୍ଗୀ।

ନବୀନ ପଟ୍ଟନାୟକ ପୁରୀରୁ ବିଧାନସଭା ନିର୍ବାଚନ ଲଢିବା ନେଇ ପ୍ରତିକ୍ରିୟା ରଖିଲେ ଜୟନ୍ତ। ଲଢେଇ ଶହେ ଶହେରେ ହେବ କହିଲେ ଜୟନ୍ତ। ସେପଟେ ଦଳ ଯଦି ପୁର୍ନବାର ଭରସା କରି ଟିକେଟ୍ ଦବ ତେବେ ଲୋକଙ୍କ ପାଇଁ କାମ ଅଧିକ କରିବେ କହିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ।

Sasmita

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

6 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

23 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

36 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

45 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

48 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago