ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ, ଆଗକୁ ଆହୁରୀ କମିପାରେ ତାପମାତ୍ରା

ଆଗକୁ ଆହୁରୀ କମିପାରେ ତାପମାତ୍ରା । ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ ସର୍ବନିମ୍ନ ରାତ୍ରି ତାପମାତ୍ର ୧୩ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । କୋରାପୁଟରେ ୧୩.୮ ଏବଂ ଦାରିଙ୍ଗିବାଡିରେ୧୪.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ଖସୁଛି ପାରଦ । ବଢୁଛି ଶୀତ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ଆଗକୁ ଆହୁରୀ କମିପାରେ ତାପମାତ୍ରା । ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ ସର୍ବନିମ୍ନ ରାତ୍ରି ତାପମାତ୍ର ୧୩ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । କୋରାପୁଟରେ ୧୩.୮ ଏବଂ ଦାରିଙ୍ଗିବାଡିରେ୧୪.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

ସେପଟେ ଝାରସୁଗୁଡା ରାତ୍ରି ତାପମାତ୍ରା ହେଉଛି ୧୭.୩ ଡିଗ୍ରୀ । ଆଗକୁ ଆହୁରୀ କମିପାରେ ତାପମାତ୍ରା । ଫଳରେ ଧୀରେ ଧୀରେ ଶୀତ ବଢିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.