ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଶୀତର ଲେଉଟାଣି । ବିଶେଷକରି କାଲୁଆ ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡି ଦେଖାଯାଇଛି।
ଦୀର୍ଘ ଦିନ ପରେ କନ୍ଧମାଳକୁ ପୁଣି ଶୀତ ଫେରିଛି। ସମଗ୍ର ଜିଲ୍ଲାରେ ଘନ କୁହୁଡି ସାଙ୍ଗକୁ ଜାଡ। ପୁଣି ୫ ଡିଗ୍ରୀକୁ ଖସି ଆସିଛି ଫୁଲବାଣୀ ସହରର ତାପମାତ୍ରା। ଫଳରେ ପ୍ରବଳ ଜାଡର ମାଡରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ।
କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…
କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…
ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…
ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…