ନଭେମ୍ବର ୨୧ ରୁ ବିଧାନସଭା ଶୀତକାଳିନ ଅଧିବେଶନ

ବିଧାନସଭା ଶୀତକାଳିନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ।

ଭୁବନେଶ୍ବର: ବିଧାନସଭା ଶୀତକାଳିନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ । ଏହା ହେଉଛି ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅଧିବେଶନ ।ଦିନ ୧୧ଟାରେ ଆରମ୍ଭ ହେବ ଶୀତକାଳିନ ଅଧିବେଶନ । ଶୀତକାଳିନ ଅଧିବେଶନ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି ବିଧାନସଭା ସଚିବ । ସୂଚନାଯୋଗ୍ୟ, ବିରୋଧୀଙ୍କ ହଟ୍ଟଗୋଳ ପାଇଁ ପୂର୍ବ ଅଧିବେଶନରେ ଗୃହ ଅଧାଦିନ ମୁଲତବୀ ରହିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.