ଆସନ୍ତା ୨୪ରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୨୪ ତାରିଖଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ । ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୫ ତାରିଖ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସପ୍ଲିମେଣ୍ଟାରି ବଜେଟ ଉପସ୍ଥାପନ ହେବ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥର ଶୀତ ଅଧିବେଶନରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନ ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.