Below header

 ନଭେମ୍ବର ୨୦ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ,୨୦୨୦-୨୧ ପାଇଁ  ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ

କେନ୍ୟୁଜ୍(ବ୍ୟୁରୋ):  ନଭେମ୍ବର ୨୦ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ।  ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ଏହି ଅଧିବେଶନରେ ୪୦ଟି କାର୍ଯ୍ୟଦିବସ ରଖାଯାଇଛି ୨୦୨୦-୨୧ ପାଇଁ  ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ ଶନିବାର ଓ ରବିବାର ମଧ୍ୟ ବିଧାନସଭା ଚାଲିବ । ନଭେମ୍ବର ୩୦ ରାସ ପୂର୍ଣ୍ଣିମା (କାର୍ତ୍ତିକ ପୂର୍ଣ୍ଣିମା) ଓ ଡିସେମ୍ବର ୨୫ ବଡ଼ଦିନ ପାଇଁ ବିଧାନସଭା ଛୁଟି ରହିବ । ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୨୦ରେ ହିଁ  ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ କରାଯିବ  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.