Below header

୨୬ ତାରିଖ ସୁଦ୍ଧା କାଳିଆ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ବର : ଆସନ୍ତା ୨୬ ତାରିଖ ସୁଦ୍ଧା ଚାଷୀଙ୍କୁ ମିଳିବ କାଳିଆ ଯୋଜନାରେ ଟଙ୍କା। ପ୍ରଥମ ପର୍ଯ୍ୟାୟରେ ମୋଟ୍‌ ୧୨ ଲକ୍ଷ ୪୦ ହଜାର ଚାଷୀଙ୍କୁ ଆର୍ଥିକ ସହାୟତା ଦିଆଯିବ। ଏହି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର। ବର୍ତ୍ତମାନ କାଳିଆ ଯୋଜନାରେ ସାମିଲ ପାଇଁ ଆବେଦନ କରିଥିବା ଚାଷୀଙ୍କ ଯାଞ୍ଚ ଚାଲିଛି। ପ୍ରକ୍ରିୟା ସରିବା ପରେ ଦ୍ୱିତୀୟ ପର୍ଯ୍ୟାୟରେ ଚାଷୀଙ୍କୁ ମିଳିବ ଟଙ୍କା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.