ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ

ଆଠଗଡ଼ (କେନ୍ୟୁଜ ବ୍ୟୁରୋ) : ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ଆଠଗଡ଼ କଟକ ସହରକୁ ନୂଆପାଟଣାକୁ ସଂଯୋଗ କରୁଥିବା ମଧୂସୁଦନ ସେତୁରେ ସ୍କୁଟି ଥୋଇ ନଦୀ ଭିତରକୁ ଡେଇଁଲେ ମହିଳା । କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କଟକ ସିଡିଏ ଫେଜ୍‌-୨ ଥାନା କର୍ମଚାରୀ ପହଞ୍ଚି ମହିଳାଙ୍କୁ ଉଦ୍ଧାର କଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.