Below header

ଗାଧୋଉଥିବା ବେଳେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର, ମୁଣ୍ଡ ଓ ଗୋଡ଼ ବିହୀନ ମୃତଦେହ ଉଦ୍ଧାର

କୁମ୍ଭୀର ଆକ୍ରମଣରେ ମହିଳା ମୃତ। ଯାଜପୁର ବରୀ ବ୍ଲକ୍ ଅମଠପୁରରେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର। ବିରୂପା ନଦୀରେ ଗାଧୋଉଥିବାବେଳେ କୁମ୍ଭୀର ଆକ୍ରମଣ କରିଥିଲା।

ଯାଜପୁର (କେନ୍ୟୁଜ): କୁମ୍ଭୀର ଆକ୍ରମଣରେ ମହିଳା ମୃତ। ଯାଜପୁର ବରୀ ବ୍ଲକ୍ ଅମଠପୁରରେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର। ବିରୂପା ନଦୀରେ ଗାଧୋଉଥିବାବେଳେ କୁମ୍ଭୀର ଆକ୍ରମଣ କରିଥିଲା। ମୃତ ମହିଳା ପାଲଟପୁର ଗାଁର ଅନାମ ଜେନାଙ୍କ ସ୍ତ୍ର। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୁଣ୍ଡ ଓ ଗୋଡ଼ ବିହୀନ ମୃତଦେହ ଉଦ୍ଧାର କରିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.